Masthead

୨୦୨୪ ଶେଷ ସୁଦ୍ଧା ରାଜ୍ୟରେ ସମ୍ପୂର୍ଣ ହେବ ପାନୀୟ ଜଳ : ପ୍ରଦୀପ ଅମାତ

https://youtube.com/live/T4pYtJtSaSY?feature=share

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପାନୀୟ ଜଳ ସମସ୍ୟାକୁ ନେଇ ଗୃହରେ ଉଦବେଗ ପ୍ରକାଶ କଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ରାଜ୍ୟ ସରକାରଙ୍କୁ ପଚାରିଲେ ପ୍ରଶ୍ନ ? କେବେ ସୁଦ୍ଧା ରାଜ୍ୟ ସାରା ସଂଯୋଗ ହେବ ପାନୀୟ ଜଳ ବ୍ୟବସ୍ଥା। ଯଦି ବି ଯେଉଁଠୁ ଜଳ ଯୋଗାଇବା ପାଇଁ ନିବେଦନ ଆସୁଛି ବିଧାୟକଙ୍କ ଦ୍ଵାରା ଆଲୋଚନା କରି ଯୋଗାଇ ଦେବେ କି ? ଯାହାକୁ ନେଇ ଉତ୍ତର ରଖିଛନ୍ତି ମନ୍ତ୍ରୀ ପ୍ରଦୀପ ଅମାତ ।

କହିଛନ୍ତି ଗୃହର ବରିଷ୍ଠ ବିଧାୟକ ତଥା କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଯେଉଁ ପ୍ରଶ୍ନ ଉଠାଇଛନ୍ତି ତାହାର ଉତ୍ତର ହେଲା ୨୦୨୪ ଶେଷ ସୁଦ୍ଧା ରାଜ୍ୟରେ ସମ୍ପୂର୍ଣ ହେବ ପାନୀୟ ଜଳ । ଲୋକଙ୍କ ନିକଟରେ ପହଞ୍ଚିବ ବୋଲି ରାଜ୍ୟ ସରକାର ଲକ୍ଷ ରଖିଛନ୍ତି । ସମସ୍ତ ଜିଲ୍ଲାପାଳ, ପିଡିଡିଆରଡିଏ ଓ ଜେଇ ମାନଙ୍କୁ ଯେଉଁଠି ଜଳର ଆବଶ୍ୟକ ରହିଛି ଲୋକଙ୍କ ସଂଖ୍ୟା ଦେଖି ଯଥାଶୀଘ୍ର ଯୋଗାଇଦେବାକୁ ନିର୍ଦ୍ଦେଶ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି