Masthead

‘ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଖୋଲିଲା ନିର୍ମଳାଙ୍କ ବଜେଟ୍‌ ପେଡ଼ି । ଲୋକସଭାରେ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିଜର ବଜେଟ ଅଭିଭାଷଣ ଆରମ୍ଭ କରିଛନ୍ତି । ଏଥର ସଂସଦରେ ପେପର୍‌ ଲେସ୍‌ ବଜେଟ୍‌ ଉପସ୍ଥାପନ ହୋଇଛି। ଅର୍ଥମନ୍ତ୍ରୀ ଆଗତ କରିଛନ୍ତି ୨୦୨୪-୨୫ ବର୍ଷ ପାଇଁ ବଜେଟ୍ । ମୋଦିଙ୍କ ୩ୟ ପାଳିର ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍। ଏଥର ବଜେଟ୍‌ରେ  ନିଯୁକ୍ତି, ଦକ୍ଷତା ବିକାଶ, ଏମଏସଏମଇ, ମଧ୍ୟବିତ୍ତଙ୍କୁ ଫୋକସ କରାଯାଇଛି ।

ତେବେ ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ ବୋଳି କହିଛନ୍ତି ଅର୍ଥମନ୍ତ୍ରୀ । ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ । ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ । ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ