Masthead

‘ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଖୋଲିଲା ନିର୍ମଳାଙ୍କ ବଜେଟ୍‌ ପେଡ଼ି । ଲୋକସଭାରେ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିଜର ବଜେଟ ଅଭିଭାଷଣ ଆରମ୍ଭ କରିଛନ୍ତି । ଏଥର ସଂସଦରେ ପେପର୍‌ ଲେସ୍‌ ବଜେଟ୍‌ ଉପସ୍ଥାପନ ହୋଇଛି। ଅର୍ଥମନ୍ତ୍ରୀ ଆଗତ କରିଛନ୍ତି ୨୦୨୪-୨୫ ବର୍ଷ ପାଇଁ ବଜେଟ୍ । ମୋଦିଙ୍କ ୩ୟ ପାଳିର ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍। ଏଥର ବଜେଟ୍‌ରେ  ନିଯୁକ୍ତି, ଦକ୍ଷତା ବିକାଶ, ଏମଏସଏମଇ, ମଧ୍ୟବିତ୍ତଙ୍କୁ ଫୋକସ କରାଯାଇଛି ।

ତେବେ ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ ବୋଳି କହିଛନ୍ତି ଅର୍ଥମନ୍ତ୍ରୀ । ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ । ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ । ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ