ଆଜିଠୁ ସଂସଦର ବଜେଟ୍ ଅଧିବେଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବାକୁ ଯାଉଛି ସଂସଦର ବଜେଟ୍ ଅଧିବେଶନ। ଏହା ଅଗଷ୍ଟ ୧୨ ତାରିଖ ଯାଏଁ ଚାଲିବ। ଅଧିବେଶନରେ ମୋଟ୍ ୧୯ଟି କାର୍ଯ୍ୟଦିବସ ରହିଛି। ସରକାର ଏହି ସମୟରେ ୬ଟି ବିଲ୍ ଆଗତ କରିବାର ସମ୍ଭାବନା ରହିଛି। ୨୩ ତାରିଖରେ ବଜେଟ୍ ଉପସ୍ଥାପନ ହେବ। ମୋଦୀ ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।

ଆଜି ପ୍ରଥମ ଦିନରେ ଗୃହରେ ଉପସ୍ଥାପନ ହେବ ୨୦୨୩-୨୪ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ। ବଜେଟ୍ ଅଧିବେଶନ ପୂର୍ବରୁ ଗୃହ କାର୍ଯ୍ୟକୁ ସୁରୁଖୁରୁରେ ଚଳାଇବା ପାଇଁ ସବୁ ଦଳର ସହଯୋଗ ଲୋଡିଥିଲେ କେନ୍ଦ୍ର ସରକାର। ଆଜି କଂଗ୍ରେସର ସଂସଦୀୟ ଦଳ ବୈଠକ ବସିବାକୁ ଥିବାବେଳେ ନିଟ୍ ଅନିୟମିତତା, ବେରୋଜଗାରୀ ଏବଂ ଜାତୀୟ ସୁରକ୍ଷା ଆଦି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛନ୍ତି ବିରୋଧୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’