Masthead

ଦିନକ ପରେ ବଜେଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକ ପରେ ବଜେଟ । ନିର୍ବାଚନକାଳୀନ ବଜେଟ ଉପରେ ସାରା ଦେଶବାସୀଙ୍କ ପ୍ରତୀକ୍ଷା । ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର । ମୋଦି ସରକାରଙ୍କ ଦ୍ବିତୀୟ ପାଳିର ଶେଷ ବଜେଟକୁ ନେଇ ବୈଠକରେ ହେବ ଆଲୋଚନା । ଆସନ୍ତା ଏପ୍ରିଲ-ମେ ମାସରେ ସାଧାରଣ ନିର୍ବାଚନ ସମ୍ଭାବନା ଥିବାବେଳେ ଫେବ୍ରୁଆରୀ ୧ ତାରିଖର ଅନ୍ତରୀଣ ବଜେଟ ନେଇ ଚାଲିଛି କଳ୍ପନାଜଳ୍ପନା । ବଜେଟ ଲାଗି ଗତ ବୁଧବାର ଅନୁଷ୍ଠିତ ହୋଇଥିଲା ହାଲୁଆ ସେରିମନି ।

ବୈଠକରେ ଉଭୟ ଲୋକସଭା ଓ ରାଜ୍ୟସଭାର ସବୁ ରାଜନୈତିକ ଦଳର ସାଂସଦ ସାମିଲ ହେବେ । ବଜେଟ ଅଧିବେଶନକୁ ସୁରୁଖୁରରେ ଚଳାଇବା ପାଇଁ ସବୁ ରାଜନୈତିକ ଦଳଙ୍କ ସହଯୋଗ ଲୋଡିବେ କେନ୍ଦ୍ର ସରକାର । ଆସନ୍ତାକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିଭାଷଣରୁ ଆରମ୍ଭ ହେବ ବଜେଟ ଅଧିବେଶନ । ଆସନ୍ତାକାଲିଠୁ ଆରମ୍ଭ ହେଉଥିବା ବଜେଟ ଅଧିବେଶନ ଫେବୃଆରୀ ୯ ତାରିଖ ଯାଏଁ ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା