Masthead

ଆଜି ଆସିବ ବଜେଟ, ଫୋକସରେ ସ୍ୱାସ୍ଥ୍ୟ, ମହିଳା ଏବଂ କୃଷି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭାରେ ଆଗତ ହେବ ଚଳିତ ବର୍ଷର ପ୍ରଥମ ବଜେଟ । ଆଗତ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବଜେଟରେ ବିଶେଷକରି ସ୍ୱାସ୍ଥ୍ୟ, ମହିଳା ଏବଂ କୃଷି କ୍ଷେତ୍ରକ ଅଧିକ ଗୁରୁତ୍ୱ ଦିଆଯାଇପାରେ ବୋଲି କୁହାଯାଉଛି । ଗତ ବର୍ଷ ତୁଳନାରେ ଏବର୍ଷ ପ୍ରାୟ ୧୫ ପ୍ରତିଶତ ବଜେଟ୍ ବଢିବ ବୋଲି ଆକଳନ କରାଯାଇଛି । ଗତବର୍ଷ ବଜେଟ ୨ ଲକ୍ଷ କୋଟି ଟଙ୍କା ଥିଲା । ଏଥର ଅଢେଇ ଲକ୍ଷ କୋଟି ଟଙ୍କାର ବଜେଟ୍ ଆସିବ ବୋଲି ଆକଳନ କରାଯାଇଛି ।

ଟିକସ ଭାଗ ବାବଦକୁ ଓଡ଼ିଶା କେନ୍ଦ୍ର ସରକାରଙ୍କ ଠାରୁ ଚଳିତ ବର୍ଷ ୧୦ ହଜାର କୋଟି ଟଙ୍କା ଅଧିକ ପାଇବ । କିନ୍ତୁ କେନ୍ଦ୍ରୀୟ ଅନୁଦାନ ହ୍ରାସ ପାଇବ ବୋଲି ଆଳକନ କରାଯାଇଛି । କେନ୍ଦ୍ର ସରକାର ୨୦୨୩-୨୪ ଆର୍ଥିକ ବର୍ଷର ବଜେଟରେ କୃଷି କ୍ଷେତ୍ରରେ ବ୍ୟୟବରାଦ ୭ ପ୍ରତିଶତ ହ୍ରାସ କମାଇଛନ୍ତି । ଅନ୍ୟପଟେ ଚାଷୀଙ୍କ ଆୟ ବୃଦ୍ଧି ପାଇଁ କୃଷି ବଜେଟରେ ରାଜ୍ୟ ସରକାର ଅଧିକ ଅର୍ଥ ବ୍ୟୟ ବରାଦ କରିବା ନେଇ ଆଶା କରାଯାଉଛି । ସେହିପରି ଚାଷୀଙ୍କର ଫସଲର ସୁରକ୍ଷା ପାଇଁ କିଛି ନୂଆ ଯୋଜନା ବଜେଟରେ ଆସିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି