Masthead

ଭୁଶୁଡିଲା କୋଠା, ୨ ଜଣଙ୍କ ମୃତ ହୋଇଥିବାବେଳେ ଅନେକ ଫସି ରହିଥିବା ସୂଚନା

ଉତ୍ତର ପ୍ରଦେଶ (ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶର ବାରବାଙ୍କିରେ ବଡ଼ ଦୁର୍ଘଟଣା । ଭୁଶୁଡ଼ିଲା କୋଠା । ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଫସି ରହିଥିବା ସୂଚନା ମଳିଛି । ଏପର୍ଯ୍ୟନ୍ତ ୧୨ଜଣଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର କାର୍ଯ୍ୟ ଏବେ ବି  ଜାରି ରହିଛି। ସୋମବାର ଭୋର ପ୍ରାୟ ୪ଟା ସମୟରେ ବାରବାଙ୍କିର ଫତେହପୁର ସହରରେ ଏକ ତିନି ମହଲା ଘର ଭୁଶୁଡି ପଡିଛି।

ଦୁର୍ଘଟଣା ପରେ ଏସପି ଦୀନେଶ କୁମାର ସିଂ, ସିଡିଓ ଏକତା ସିଂ, ଏଡିଏମ ଅରୁଣ କୁମାର ସିଂଙ୍କ ଉପସ୍ଥିତିରେ ପୋଲିସ, ଏସଡିଆରଏଫ ଏବଂ ସ୍ଥାନୀୟ ଲୋକ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ୧୨ ଜଣ ଆହତଙ୍କୁ ଜିଲା ଡାକ୍ତରଖାନାକୁ ପଠାଯାଇଥିଲା ଯେଉଁଠାରେ ଡାକ୍ତର ୨ଜଣଙ୍କୁ ମୃତ ବୋଲି ଘୋଷଣା କରିଥିବାବେଳେ ଆଠ ଜଣଙ୍କୁ ଲକ୍ଷ୍ନୌକୁ ପଠାଯାଇଥିଲା। ଭଙ୍ଗା ଘର ତଳେ ପୋତିହୋଇଥିବା ଆଶଙ୍କା କରାଯାଇ ଏନଡିଆରଏଫ ଦଳକୁ ମଧ୍ୟ ଡକାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ