ପାଣିରେ ପହଞ୍ଚିବ ବୁଲେଟ ଟ୍ରେନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ପ୍ରଥମ ବୁଲେଟ ଟ୍ରେନର ସେଟ ପାଣିରେ ପହଞ୍ଚିବ । ଜାପାନରୁ ଆସୁଥିବା ଏହି ବୁଲେଟ ଟ୍ରେନ ଜଳପଥରେ ଆସି ସୁରଟରେ ପହଞ୍ଚିବ । ଏହି ବୁଲେଟ ଟ୍ରେନର ନୂତନ ବଗି ସୁରତରେ ନିର୍ମାଣ ହେବ ବୋଲି କହିଛି ନ୍ୟାସନାଲ ହାଇ ସ୍ପୀଡ଼ ଟ୍ରେନ କର୍ପୋରେସନ ଲିମିଟେଡ଼ । ୩୨୦ ସ୍ପୀଡ଼ରେ ଯାଉଥିବା ଏହି ବୁଲେଟ ଟ୍ରେନ ୨୦୨୩ ଶେଷ ସୁଦ୍ଧା ଭାରତରେ ଚାଲିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’