Masthead

ସୂଚନା ଅଧିକାର କର୍ମୀଙ୍କ ଗାଡ଼ି ଉପରକୁ ବୋମା ମାଡ଼

ଯାଜପୁର (ବଡ଼ ଖବର ବ୍ୟୁରୋ): ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେଉରିଆଙ୍କ ଗାଡ଼ି ଉପରକୁ ବୋମା ମାଡ଼ ହୋଇଛି । ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ଇମାମ ନଗର ନିକଟରେ ଏହି ବୋମା ମାଡ ହୋଇଛି । ଗୁରୁତର ଅବସ୍ଥାରେ ସର୍ବେଶ୍ୱରଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସର୍ବେଶ୍ୱରଙ୍କ ଗାଡିରେ ଥିବା ଆଉ ୨ ଜଣ ମଧ୍ୟ ଆହତ ହୋଇଥିବା ଜଣାପଡିଛି । ତେବେ ଘଟଣା ସ୍ଥଳରୁ ଦୁବୃର୍ତ୍ତ ମାନେ ଫେରାର ଅଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

ସୂଚନା ଥାଉକି, ସର୍ବେଶ୍ୱର ଗଲା କିଛିଦିନ ହେବ ଧର୍ମଶାଳା ବ୍ଲକରେ ବହୁ ଦୁର୍ନୀତିକୁ ଲୋକଲୋଚନକୁ ଆଣିବା ସହ ଶାସକ ଦଳକୁ ଅଡ଼ୁଆରେ ପକାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ