Masthead

ରାଜ୍ୟରେ ଚାଲିଛି ଅମଲାତନ୍ତ୍ର ଶାସନ: ନରସିଂହ ମିଶ୍ର

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ବୟନ ଶିଳ୍ପ ମନ୍ତ୍ରୀ ରିତା ସାହୁ ଭେଟିବା ପ୍ରସଙ୍ଗ । ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । କହିଲେ ମନ୍ତ୍ରୀ ମାନେ ସରକାର । ସରକାର ପାଖକୁ କର୍ମଚାରୀ ଯିବ ନା କର୍ମଚାରୀ ପାଖକୁ ସରକାର ଯିବ ? ରାଜ୍ୟରେ ଅମଲାତନ୍ତ୍ର ଶାସନ ଚାଲିଛି । ଦିନ ଦ୍ୱି ପ୍ରହରରେ ଗଣତନ୍ତ୍ରକୁ ଧର୍ଷଣ କରାଯାଉଛି। ମନ୍ତ୍ରୀ ଯାଇ ଭେଟୁଛନ୍ତି ମୁଖ୍ୟ ଶାସନ ସଚିବଙ୍କୁ । ତେଣୁ ଆଗକୁ ଏମିତି ଆଉ ହେବ ନାହିଁ ବୋଲି ମନ୍ତ୍ରୀ ଗୃହରେ କ୍ଷମା ମାଗନ୍ତୁ । ମୁଖ୍ୟ ଶାସନ ସଚିବ ବି ରି-ଗ୍ରେଟ କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି