Masthead

ବୁର୍ଲାରେ ଗୋଷ୍ଠୀସଂଘର୍ଷ:୨ମୃତ, ୩ ଗୁରୁତର

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ବୁର୍ଲାରେ ଗୋଷ୍ଠୀ ସଂଘର୍ଷ, ୨ ମୃତ, ୩ ଗୁରୁତର । ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବୁର୍ଲା ଥାନା ସେଣ୍ଟ୍ରାଲ ଲାଇନରେ ଥିବା ଗୋଟିଏ ପରିବାର ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିଫବା ବେଳେ ୩ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକ ଦ୍ୱୟ ହେଲେ ବୁଲୁ ଓ ମୁନା । ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି । ମାରଣାସ୍ତ୍ର ଜବତ କରି ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା