Masthead

ବୁର୍ଲାରେ ଗୋଷ୍ଠୀସଂଘର୍ଷ:୨ମୃତ, ୩ ଗୁରୁତର

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ବୁର୍ଲାରେ ଗୋଷ୍ଠୀ ସଂଘର୍ଷ, ୨ ମୃତ, ୩ ଗୁରୁତର । ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବୁର୍ଲା ଥାନା ସେଣ୍ଟ୍ରାଲ ଲାଇନରେ ଥିବା ଗୋଟିଏ ପରିବାର ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିଫବା ବେଳେ ୩ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକ ଦ୍ୱୟ ହେଲେ ବୁଲୁ ଓ ମୁନା । ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି । ମାରଣାସ୍ତ୍ର ଜବତ କରି ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା