Masthead

ପୋଡ଼ିଗଲା ରାସ୍ତାପାଖ ଗଛ

ଓଡଗାଁ (ବଡ଼ ଖବର ବ୍ୟୁରୋ): ଓଡଗାଁ ଆଦର୍ଶ ଥାନା ଓ ବନାଞ୍ଚଳ ଅନ୍ତର୍ଗତ ଭାଡ଼ିକିଲା-ମହୁଲିଆ ରାସ୍ତାରେ ଜଙ୍ଗଲ ବିଭାଗ ଦ୍ୱାରା ଲଗାଯାଇଥିବା ଗଛ ସହିତ ଅଟେଇ ପୋଡି ଦେଇଛନ୍ତି । କେତେକ ଯୁବକ ମଦ୍ୟପାନ କରୁଥିବା ବେଳେ କୌତୁହଳ ବଶତଃ ଗଛ ପାଖରେ ପାଳ ଏକାଠି କରି ସେଥିରେ ନିଆଁ ଲଗାଇଦେଇଥିଲେ । ପୋଲିସ ଓ ବନବିଭାଗ ପହଂଚିବାରୁ ଯୁବକମାନେ ଘଟଣାସ୍ଥଳରୁ ପଳାଇଥିଲେ । ପୋଲିସ ଓ ବନ ବିଭାଗ ସେମାନଙ୍କ ବାଇକ ଜବତ କରି ଯୁବକମାନଙ୍କ ସମ୍ପର୍କରେ ତଦନ୍ତ କରୁଥିବା ଆଇଆଇସି ପ୍ରଜ୍ଞାପାରମିତା ଜେନା ଓ ରେଞ୍ଜର ଅମ୍ରିତ କୁମାର ସାହୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା