Masthead

ଓଲଟିଲା ଯାତ୍ରୀବାହୀ ବସ, ୧୧ଗୁରୁତର

ଭଦ୍ରକ (ବଡ଼ ଖବର ବ୍ୟୁରୋ): ୧୬ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ତ୍ରିଶଳପୁର ଛକ ନିକଟରେ ଦୁର୍ଘଟଣା । ଆଜି ଭୋର୍ରୁ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୧ ଯାତ୍ରୀ ଆହତ ହୋଇଛନ୍ତି । ଅଗ୍ନିଶମ ବାହିନୀ ଆହତଙ୍କୁ ଉଦ୍ଧାର କରି ଭଦ୍ରକ ମେଡିକାଲରେ ଭର୍ତ୍ତି କରିଛି । ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଏହି ବସ୍ କୋଲକାତାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ସୌଭାଗ୍ୟବଶତଃ ବସ ଓଲଟିବା ପରେ ଏକ ପୋଲ ବାଡ଼ରେ ପିଟି ହେବାରୁ ସେଠାରେ ଲଟକି ଯାଇଥିଲା । ଫଳରେ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ