Masthead

ଚଳନ୍ତା ବସରେ ଲାଗିଲା ନିଆଁ, ୩୦ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ପାକିସ୍ତାନରେ ଭୟଙ୍କର ବସ ଦୁର୍ଘଟଣା । ଚଳନ୍ତା ବସ ଲାଗିଲା ନିଆଁ । ଦୁର୍ଘଟଣାରେ ୩୦ ଜୀବନ୍ତ ଦଗ୍ଧ ହୋଇଥିବା ଜଣାପଡ଼ିଛି । ୭ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ପଞ୍ଜାବର ପିଣ୍ଡି ଭଟିୟା ସହରରେ ଏହି ଦୁର୍ଘଟଣା ଘଟିଛି । ବସରେ ପାଖାପାଖି ୪୦ରୁ ଅଧିକ ଯାତ୍ରୀ ଥିଲେ । ଯାତ୍ରୀବାହୀ ବସଟି କରାଚିରୁ ଇସଲାମାବାଦ ଯାଉଥିଲା ।ପଞ୍ଜାବର ପିଣ୍ଡି ଭଟିୟାଠାରେ ଏକ ଭୟଙ୍କା ସଡ଼କ ଦୁର୍ଘଟଣା ଘଟିଛି ।

କରାଚୀରୁ ଇସଲାମାବାଦ ଯିବା ବାଟରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇ ବସରେ ଗାଡ଼ିରେ ନିଆଁ ଲାଗିଯାଇଥିଲା । ଫଳରେ ଥିବା ଘଟଣାସ୍ଥଳରେ ନିଆଁରେ ପୋଡ଼ି ହୋଇ ଯାତ୍ରୀବାହୀ ବସରେ ୩୦ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତି । ଏହାବ୍ୟତୀତ ୭ ଜଣଙ୍କ ଅବସ୍ଥା ଖୁବ ଗୁରୁତର ଥିବା ବେଳେ ସେମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ କୌଣସି ବିଶେଷ ସୂଚନା ମିଳିପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ