Masthead

ତାମୁଲିଆ ବ୍ରିିଜରେ ଦୁଇ ବସ୍ ମୁହାଁମୁହିଁ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ତାମୁଲିଆ ବ୍ରିଜ ଉପରେ ଦୁଇଟି ବସ୍ ମୁହାଁମୁହିଁ ଧକ୍କା । ଧକ୍କା ହେବା ଫଳରେ ଗୁରୁତର ଯାତ୍ରୀଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ହେବା ଫଳରେ ବାଲେଶ୍ୱର କୁରୁଡା ରାସ୍ତା ଯାତାୟତ ଠପ୍ ହୋଇଯାଇଛି । ବସ୍‌ଟି ଓଭରଟେକ କରିବା ଦ୍ୱାରା ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ