Masthead

ଅଧାରେ ରହିଗଲା ହଜ୍ ଯାତ୍ରା, ଦୁର୍ଘଟଣାରେ ଚାଲିଗଲା ୨୦ ଜୀବନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅଧାରେ ରହିଗଲା ହଜ୍ ଯାତ୍ରା। ପୋଲରେ ପିଟିହୋଇ ଓଲଟି ପଡିଲା ତୀର୍ଥ ଯାତ୍ରୀଙ୍କ ବସ୍। ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ। ରମଜାନ ମାସ ଚାଲିଥିବା ବେଳେ ସାଉଦିରେ ଘଟିଲା ବଡ଼ ଦୁର୍ଘଟଣା। ଆଜି ସକାଳୁ ଏହି ଦୁର୍ଘଟଣା ଘଟିଛି। ୨୦ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ଅତି କମ୍‌ରେ ୨୯ଜଣ ଆହତ ହୋଇଛନ୍ତି। ୟେମେନ ସୀମାରେ ଥିବା ଦକ୍ଷିଣ-ପଶ୍ଚିମ ଦିଗରେ ଆସିର ପ୍ରଦେଶ ଦେଇ ମକ୍କା ଅଭିମୁଖେ ତୀର୍ଥଯାତ୍ରୀ ବସ୍‌ଟି ଯାଉଥିବା ବେଳେ ଅଘଟଣ ଘଟିଥିଲା । ବ୍ରେକ୍ ଫେଲ୍ ହେବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ