Masthead

ଅଧାରେ ରହିଗଲା ହଜ୍ ଯାତ୍ରା, ଦୁର୍ଘଟଣାରେ ଚାଲିଗଲା ୨୦ ଜୀବନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅଧାରେ ରହିଗଲା ହଜ୍ ଯାତ୍ରା। ପୋଲରେ ପିଟିହୋଇ ଓଲଟି ପଡିଲା ତୀର୍ଥ ଯାତ୍ରୀଙ୍କ ବସ୍। ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ। ରମଜାନ ମାସ ଚାଲିଥିବା ବେଳେ ସାଉଦିରେ ଘଟିଲା ବଡ଼ ଦୁର୍ଘଟଣା। ଆଜି ସକାଳୁ ଏହି ଦୁର୍ଘଟଣା ଘଟିଛି। ୨୦ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ଅତି କମ୍‌ରେ ୨୯ଜଣ ଆହତ ହୋଇଛନ୍ତି। ୟେମେନ ସୀମାରେ ଥିବା ଦକ୍ଷିଣ-ପଶ୍ଚିମ ଦିଗରେ ଆସିର ପ୍ରଦେଶ ଦେଇ ମକ୍କା ଅଭିମୁଖେ ତୀର୍ଥଯାତ୍ରୀ ବସ୍‌ଟି ଯାଉଥିବା ବେଳେ ଅଘଟଣ ଘଟିଥିଲା । ବ୍ରେକ୍ ଫେଲ୍ ହେବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା