Masthead

ବସକୁ ପିଟିଲା ଟ୍ରକ, ଦୁଇ ଆହତ

ସୋର (ବଡ଼ ଖବର ବ୍ୟୁରୋ): ବସକୁ ପଛରୁ ପିଟିଲା ଟ୍ରକ । ବାଲେଶ୍ୱର ଜିଲ୍ଲା ସୋର ବାହାନଗା ବଜାର ନିକଟରେ ବସ ଦୁର୍ଘଟଣା ହୋଇଛି । ତେବେ ଆଜି ସକାଳୁ ବସଟି ବାଲେଶ୍ୱରରୁ ଭୁବନେଶ୍ଵର ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ବସଟିକୁ ପଛପଟୁ ଏକ ଆନ୍ଧ୍ରା ଟ୍ରକ ଜୋରରେ ଧକ୍କା ଦେଇଥିଲା । ତେଣୁ ବସରେ ବସିଥିବା ଦୁଇ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛନ୍ତି ଯାତ୍ରୀ । ଟ୍ରକକୁ ଲୋକ ଅଟକ ରଖି ସୋର ପୋଲିସକୁ ଖବର ଦେଇଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଟ୍ରକକୁ ଜବତ କରିବା ସହିତ ଡ୍ରାଇଭରକୁ ଅଟକ ରଖି ଅଧିକ ତଦନ୍ତ କରୁଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’