Masthead

ଅଧିକ ଯାତ୍ରୀ ଥିବାରୁ ବସ୍ ଟାୟାର ଫାଟି ଦୁର୍ଘଟଣାଗ୍ରସ୍ତ

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ ଅଘଟଣ । ଜଳିଗଲା ବସ । ୨୫ ଜୀବନ୍ତ ଦଗ୍ଧ । ସମୃଦ୍ଧି ମହାମାର୍ଗ ଏକ୍ସପ୍ରେସ୍ ୱେରେ ନିଆଁ ଲାଗି ବସ୍ ଜଳିଯାଇଛି । ସୂଚନା ଅନୁସାରେ ନାଗପୁରରୁ ମୁମ୍ବାଇ ଆସୁଥିଲା ବସ୍ । ବସରେ ପାଖାପାଖି ୩୨ ଯାତ୍ରୀ ଥିଲେ । ଅଧିକ ଯାତ୍ରୀ ଥିବାରୁ ବସ୍ ଟାୟାର ଫାଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ବସର ଡ୍ରାଇଭର ସୁରକ୍ଷିତ ଥିବା ଜଣାପଡ଼ିଛି । ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା । ବସର ଟାୟାର ଫାଟିଯିବାରୁ ଡିଭାଇଡରରେ ମାଡ ହୋଇଥିଲା ଓ ପରେ ବସରେ ନିଆଁ ଲାଗିଯାଇଥିଲା । ଘଟଣା ପରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।  ୮ ଗୁରୁତର ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା