Masthead

ଅଧିକ ଯାତ୍ରୀ ଥିବାରୁ ବସ୍ ଟାୟାର ଫାଟି ଦୁର୍ଘଟଣାଗ୍ରସ୍ତ

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ ଅଘଟଣ । ଜଳିଗଲା ବସ । ୨୫ ଜୀବନ୍ତ ଦଗ୍ଧ । ସମୃଦ୍ଧି ମହାମାର୍ଗ ଏକ୍ସପ୍ରେସ୍ ୱେରେ ନିଆଁ ଲାଗି ବସ୍ ଜଳିଯାଇଛି । ସୂଚନା ଅନୁସାରେ ନାଗପୁରରୁ ମୁମ୍ବାଇ ଆସୁଥିଲା ବସ୍ । ବସରେ ପାଖାପାଖି ୩୨ ଯାତ୍ରୀ ଥିଲେ । ଅଧିକ ଯାତ୍ରୀ ଥିବାରୁ ବସ୍ ଟାୟାର ଫାଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ବସର ଡ୍ରାଇଭର ସୁରକ୍ଷିତ ଥିବା ଜଣାପଡ଼ିଛି । ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା । ବସର ଟାୟାର ଫାଟିଯିବାରୁ ଡିଭାଇଡରରେ ମାଡ ହୋଇଥିଲା ଓ ପରେ ବସରେ ନିଆଁ ଲାଗିଯାଇଥିଲା । ଘଟଣା ପରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।  ୮ ଗୁରୁତର ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ