Masthead

ପୁଣି ବଢିଲା ବସ୍ ଭଡ଼ା

ଭୁବନେଶ୍ୱର (ବଡ଼ ଖବର): ରାଜ୍ୟରେ ପୁଣି ବଢିଛି ବସ୍ ଭଡା । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେଉଥିବାରୁ ପୁଣି ଥରେ ବସ୍ ଭଡ଼ା ବୃଦ୍ଧି କରାଯାଇଛି । ସ୍ୱୟଂକ୍ରିୟ ବ୍ୟବସ୍ଥା ମାଧ୍ୟମରେ ଏହି ଭଡ଼ା ବୃଦ୍ଧି କରାଯାଇଛି । ସାଧାରଣ ତ୍ତ୍ୱଓ ଏକ୍ସପ୍ରେସ ବସ ଭଡ଼ାରେ ୧ ପଇସା ବୃଦ୍ଧି ପାଇବା ଫଳରେ ସାଧାରଣ ବସ୍ ଭଡ଼ା ୭୩ରୁ ୭୪ ପଇସା ଏବଂ ଏକ୍ସପ୍ରେସ୍ ବସ୍ ଭଡ଼ା ୭୬ରୁ ୭୭ ପଇସାକୁ ବୃଦ୍ଧି ପାଇଛି । ସେହିପରି ଭାବେ ଡିଲକ୍ସ ଓ ଏସି ଡିଲକ୍ସ ଭଡ଼ା ୨ ପଇସା ବୃଦ୍ଧି ପାଇବା ଫଳରେ ଡିଲକ୍ସ ବସ୍ ଭଡା ୧ଟଙ୍କା ୭ ପଇସାରୁ ୧ଟଙ୍କା ୯ ପଇସା ଏବଂ ଏସି ଡ଼ିଲକ୍ସ ବସ୍ ଭଡା ୧ଟଙ୍କା ୨୯ ପଇସାରୁ ୧ଟଙ୍କା ୩୧ ପଇସା ବୃଦ୍ଧି ପାଇଛି । ଏହାପୂର୍ବରୁ ଡିସେମ୍ବର ୭ ତାରିଖରେ ବସ୍ ଭଡ଼ା ବୃଦ୍ଧି କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ