Masthead

ତୈଳ ଦର ବୃଦ୍ଧି ଯୋଗୁଁ ବଢିଲା ବସ ଭଡ଼ା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ତୈଳ ଦର । ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଯାତ୍ରୀବାହୀ ବସ ଭଡ଼ା ମଧ୍ୟ ବୃଦ୍ଧି କରାଯାଇଛି । ସାଧାରଣ ବଳସ ଭଡ଼ା କିଲୋମିଟର ପିଛା ୩ ପଇସା ବଢିଥିବାବେଳେ ଏକ୍ସପ୍ରେସ ବସ ଭଡ଼ା ୩ ପଇସା ବୃଦ୍ଧି କରାଯାଇଛି । ସେହିପରି ଡିଲକ୍ସ ବସ ଭଡ଼ା କିଲୋମିଟର ପିଛା ୬ ପଇସା, ଏସି ଡିଲକ୍ସ ବସ ଭଡ଼ା ୬ ପଇସା ଓ ସୁପର ପ୍ରିମିୟମ ବସ ଭଡ଼ା ୯ ପଇସା ବୃଦ୍ଧି କରାଯାଇଛି ।

ପୂର୍ବରୁ ସାଧାରଣ ବସ ଭଡ଼ା କିଲୋମିଟର ପିଛା ୮୯ ପଇସା ଥିଲା । ଏବେ ୯୨ ପଇସାକୁ ବୃଦ୍ଧି ପାଇଛି । ସେହିଭଳି ଏକ୍ସପ୍ରେସ ବସ ଭଡ଼ା ୯୩ ପଇସାରୁ ୯୬ ପଇସାକୁ ବୃଦ୍ଧି ପାଇଛି । ଡିଲକ୍ସ ବସ ଭଡ଼ା ୧ ଟଙ୍କାର ୨୯ ପଇସାରୁ ବୃଦ୍ଧି ପାଇ ୧ ଟଙ୍କାର ୩୫ ପଇସା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ