Masthead

ଆଜିଠାରୁ ବଢିଲା ବସ୍ ଭଡା

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢିଲା ବସ୍ ଭଡ଼ା । ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡ଼ା କିଲୋମିଟର ପ୍ରତି ୪ ପଇସା ବଢ଼ିଛି । ଡିଲକ୍ସ ଓ ଏସି ଡିଲକ୍ସ ବସ୍ ଭଡ଼ା ୮ ପଇସା ଲେଖାଏ ବୃଦ୍ଧି ପାଇଛି । ସୁପର ପ୍ରିମିୟମ ବସରେ ଭଡ଼ା କିଲୋମଟରରୁ ପିଛା ୧୨ ପଇସା ବଢ଼ିଛି। ଆଜିଠୁ ଲାଗୁ ହୋଇଛି ବର୍ଦ୍ଧିତ ଦର।

ସାଧାରଣ ବସ୍ ଭଡ଼ା କିଲୋମିଟର ପ୍ରତି ୮୫ ପଇସା ଥିଲା ।୪ ପଇସା ବଢ଼ି ୮୯ ପଇସାକୁ ବୃଦ୍ଧି ପାଇଛି। ଏକ୍ସପ୍ରେସ ବସ୍ ଭଡା ୮୯ ପଇସା ଥିଲା। ଏବେ ୯୩ ପଇସା ହୋଇଛି। ଡିଲକ୍ସ ବସ ଭଡା କିଲୋମଟର ପ୍ରତି ୧୨୯ ପଇସା ବଢିଛି । ପୂର୍ବରୁ ୧୨୧ ପଇସା ଥିଲା

ଏସି ଡିଲକ୍ସ ବସ ଭଡା କିଲୋମିଟର ପ୍ରତି ୧୪୯ ପଇସାରୁ ବଢ଼ି ୧୫୭ ପଇସା ହୋଇଛି। ସେହିପରି ସୁପର ପ୍ରିମିୟମ ବସ ଭଡ଼ା ଆଉ ୧୨ ପଇସା ବଢ଼ି ୨୪୪ ପଇସା ହୋଇଛି। ପୂର୍ବରୁ ଥିଲା ୨୩୨ ପଇସା। ତୈଳ ଦର ବୃଦ୍ଧି ପରେ ଅଟୋଫେୟାର ମେକାନିଜମ ଅନୁସାରେ ବଢ଼ିଛି ବସ ଭଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ