Masthead

ରାଜ୍ୟରେ ସ୍ୱଭାବିକ ହେବ ବସ୍ ଚଳାଚଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସ୍ୱଭାବିକ ହେବ ବସ୍ ଚଳାଚଳ । ସଂକ୍ରମଣ କମ୍ ଥିବା ଜିଲ୍ଲାର ୪୩ ଟି ରୁଟରେ ବସ୍ ଚାଲିବ । ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ ଏହି ଘୋଷଣା କରିଛି । ଆଜିଠାରୁ ବସ୍ ଚଳାଚଳ ଆରମ୍ଭ ହେବ । ବସ୍ ଗୁଡିକ ରାଷ୍ଟ୍ରାୟତ ନିଗମର ୧୬ ଟି ଡିପୋରୁ ଯାତାୟତ କରିବ ।

ବସରେ କୌଣସି ଯାତ୍ରୀ ଛିଡା ହୋଇ ଯାଇପାରିବେ ନାହିଁ ବୋଲି ଓଏସ୍ଆର୍ଟିସି ପକ୍ଷରୁ କୁହାଯାଇଛି । ବସ୍ ଚଳାଚଳ ସମୟରେ କୋଭିଡ କଟକଣାକୁ କଡାକଡି ଭାବେ ପାଳନ କରାଯିବ । ଏହି ରୁଟ ମଧ୍ୟରେ ରହିଛି ଅନୁଗୁଳ-ଜୟପୁର, ବରଗଡ-ବ୍ରହ୍ମପୁର, ଭବାନୀପାଟଣା-ବ୍ରହ୍ମପୁର, ବଲାଙ୍ଗିର-ବ୍ରହ୍ମପୁର, ଜୟପୁର-ଫୁଲବାଣୀ, ଜୟପୁର-ଗୁଣୁପୁର, ଭାବାନୀପାଟଣା-ମୋଟୁ ଓ କେନ୍ଦୁଝର-ବଲାଙ୍ଗିର ରୁଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା