Masthead

ବଜେଟ୍‌ରେ ବ୍ୟସ୍ତ ଅଛି, ସମୟ ଦରକାର: ସିସୋଦିଆ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଜେଟ୍‌ରେ ବ୍ୟସ୍ତ ଅଛି କହି ସମୟ ମାଗିଲେ ମନୀଷ ସିସୋଦିଆ । ଆଜି ସିବିଆଇରେ ହାଜର ହେବା ପାଇଁ ମନୀଷଙ୍କୁ ସମନ କରିଥିଲା ସିବିଆଇ । ମାତ୍ର ‘ଆଗକୁ ଦିଲ୍ଲୀ ବଜେଟ୍। ଏଥିପାଇଁ ମୁଁ ବ୍ୟସ୍ତ ଅଛି। ମୋର ଗୋଟିଏ ଗୋଟିଏ ମୁହୂର୍ତ୍ତ ମହତ୍ୱପୂର୍ଣ୍ଣ। ତେଣୁ ସମୟ ଦରକାର।’ ଏଭଳି କହି ସିବିଆଇକୁ ସମୟ ମାଗିଛନ୍ତି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ପଚରାଉଚରା ପାଇଁ ଆଜି ମୁଖ୍ୟ କାର୍ୟ୍ୟାଳୟରେ ହାଜର ହେବା ପାଇଁ ସିବିଆଇ ସିସୋଦିଆଙ୍କୁ ସମନ କରିଥିଲା। ତେବେ ତଦନ୍ତକାରୀ ସଂସ୍ଥାକୁ ଏକ ସପ୍ତାହ ସମୟ ମାଗିଛନ୍ତି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା