Masthead

ମାତ୍ର ୪୫ ମିନିଟରେ ଲୁଟେରାଙ୍କୁ କାବୁ କଲା ପୁଲିସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଠଗଡ଼ରୁ ଲୁଟ ହେଲା, ଢେଙ୍କାନାଳରୁ ଲୁଟେରାଙ୍କୁ ଧରିଲା ପୁଲିସ । ମାତ୍ର ୪୫ ମିନିଟରେ ଲୁଟେରାଙ୍କୁ କାବୁ କଲା ପୁଲିସ । ଢେଙ୍କାନାଳ ଓ ଆଠଗଡ଼ ପୁଲିସକୁ ପ୍ରଶଂସା କଲେ ପୁଲିସ ଡିଜି । ଲୁଟର ମାତ୍ର ୪୫ ମିନିଟ ମଧ୍ୟରେ ପୁଲିସ ଦୁର୍ବୃତ୍ତଙ୍କୁ ଧରିଥିବା କହିଲେ ଡିଜିପି । ତେବେ ୩ ଦୁର୍ବୃତ୍ତଙ୍କୁ ପୁଲିସ କାବୁ କରିଥିବାର ସୂଚନା ମିଳିଛି । ଆଉ ଜଣେ ୨୪ ଲକ୍ଷ ଟଙ୍କା ନେଇ ଫେରାର ହୋଇଯାଇଥିବାର ସୂଚନା ମିଳିଛି ।

ଉଭୟ ଢେଙ୍କାନାଳ ଓ ଆଠଗଡ଼ଙ୍କ ପୁଲିସ ମଧ୍ୟରେ ଉତ୍ତମ ସମନ୍ୱୟ ଯୋଗୁଁ ଏହି ସଫଳତା ମିଳିଛି ବୋଲି ପ୍ରଶାସନ ସ୍ପଷ୍ଟ କରିଛି । ସେପଟେ ରେଜିଂ ଆଇଜି, ଉଭୟ ଏସପି ଓ ଅନ୍ୟ ପୁଲିସ ଅଫିସରକଙ୍କୁ ପ୍ରଶଂସା କରିଛନ୍ତି । ଅନ୍ୟପଟେ ଏଟିଏମ ଭ୍ୟାନ ଡ୍ରାଇଭର ଓ ଗାର୍ଡଙ୍କୁ ଆକ୍ରମଣ କରି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ