Masthead

ସକାଳ ସାଢେ ୫ ସୁଦ୍ଧା ଭୁବନେଶ୍ୱରରେ ୩୦.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଅସମ୍ଭାଳ ତାତି । ସାରା ରାଜ୍ୟରେ ନିଆଁ ବର୍ଷା । କାଲି ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାକୁ ଅରେଞ୍ଜ ଆଲର୍ଟ । ସକାଳୁ ସକାଳୁ ରାଜଧାନୀରେ ପ୍ରବଳ ଗୁଳୁଗୁଳି । ସକାଳ ସାଢେ ୫ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୦.୬ ଡ଼ିଗ୍ରୀ ଏବଂ ଆଦ୍ରତା ୯୦% ରେକର୍ଡ ହୋଇଛି । ଲଗାତାର ୧୫ ଦିନରୁ ଅଧିକ ସମୟ ଧରି ରାଜ୍ୟରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ।

ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ସିଭିୟର ହିଟଓ୍ବେଭ୍ ଜାରି କରାଯାଇଛି । ପଶ୍ଚିମ ଓଡ଼ିଶାକୁ ସତର୍କତା ଜାରି ହୋଇଥିବା ବେଳେ ୧୯ ତାରିଖ ପର୍ୟ୍ୟନ୍ତ ଉପକୂଳ ଓଡ଼ିଶାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଆଜି ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ଦେବଗଡ଼, କେନ୍ଦୁଝର, କଟକ, ନୟାଗଡ଼, ଖୋର୍ଦ୍ଧା ଏବଂ ବଲାଙ୍ଗୀରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ସ୍ବାଭାବିକଠାରୁ ୬.୫ ଡିଗ୍ରୀରୁ ୧୦ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ଅଧିକ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା