Masthead

ଦଳରେ ରହି ଦଳକୁ ବଦନାମ କରୁଛନ୍ତି ସୌମ୍ୟ: ଅମର ପଟ୍ଟନାୟକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୌମ୍ୟଙ୍କୁ ପୁଣି ବିଜେଡିର ଆଟାକ । ଅନୁଭବ, ଅରୁଣ, ଅତନୁ ଓ ପ୍ରତାପଙ୍କ ପରେ ପରେ ଏବେ ସାଂସଦ ଅମର ପଟ୍ଟନାୟକଙ୍କ ପାଳି । ବିଜେଡି ସାଂସଦ ଅମର ପଟ୍ଟନାୟକ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ କରିଛନ୍ତି ସମାଲୋଚନା ।

ଅମର କହିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ କ’ଣ ରାଜ୍ୟବାସୀ ଜାଣିଛନ୍ତି । ତାଙ୍କ ଆଭିମୁଖ୍ୟ କ’ଣ ସମସ୍ତେ ଜାଣିଛନ୍ତି । ସେ ଏଭଳି କ’ଣ ପାଇଁ କରୁଛନ୍ତି ତାହା ମଧ୍ୟ ସମସ୍ତେ ଜାଣିଛନ୍ତି । ଦଳରେ ରହି ଦଳକୁ ବଦନାମ କରିବା ଗ୍ରହଣୀୟ ନୁହେଁ କି ଓଡ଼ିଶାବାସୀ ଏହାକୁ ଗ୍ରହଣ କରିବେନି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି