Masthead

ଶରଧାପୁର ଗ୍ରାମ ପଞ୍ଚାୟତ ରେ ସରପଞ୍ଚ ପାଇଁ ଉପନିର୍ବାଚନ ଆରମ୍ଭ

ନରସିଂହପୁର(ବଡ଼ ଖବର ବ୍ୟୁରୋ): ନରସିଂହପୁର ବ୍ଲକ ଅନ୍ତର୍ଗତ ଶରଧାପୁର ଗ୍ରାମ ପଞ୍ଚାୟତ ରେ ସରପଞ୍ଚ ପାଇଁ ଉପ ନିର୍ବାଚନ ଆରମ୍ଭ ହୋଇଯାଇଛି।ଗତ କିଛି ଦିନ ତଳେ ସରପଞ୍ଚ ଙ୍କର ମୃତ୍ୟୁ ହୋଇଥିଲା।ଆଜି ନିର୍ବାଚନ ହେଉଅଛି।ଚାରିଜଣ ସରପଞ୍ଚ ପ୍ରାର୍ଥୀ ନିର୍ବାଚନ ରେ ଅଂଶ ଗ୍ରହଣ କରିଛନ୍ତି।୪ ହଜାର ଭୋଟର ଆଜି ମତଦାନ କରି ସରପଞ୍ଚ ପାଇଁ ଭାଗ୍ୟ ନିର୍ଦ୍ଧାରିତ କରିବେ।ସୁରକ୍ଷା କୁ ଦୃଷ୍ଟି ରେ ରଖି ୫ ଜଣ ଅଫିସର ଙ୍କ ସହିତ ୨ ପ୍ଲାଟୁନ ପୋଲିସ ଫୋର୍ସ ଦାୟିତ୍ୱରେ ଅଛନ୍ତି।ସକାଳ ୭ ଟାରୁ ଦିନ ୧ଟା ପର୍ୟ୍ୟନ୍ତ ମତଦାନ ଚାଲିବ।ବର୍ତ୍ତମାନ ସୁଦ୍ଧା ଶାନ୍ତି ଶୃଙ୍ଖଳା ସହିତ ମତଦାନ ଚାଲିଚି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର