Masthead

ପ୍ରଥମ ରାଉଣ୍ଡ ସୁଦ୍ଧା ବିଜେଡି ଅଗୁଆ

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି ଉପନିର୍ବାଚନ ରେଜଲ୍ଟ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି । କୋଭିଡ ଗାଇଡଲାଇନ ଭିତରେ ଗଣତି ହେଉଛି ଭୋଟ । ସକାଳ ୮ ଟାରୁ ଗଣତି ଆରମ୍ଭ ହେଉଛି । ପୁରୀର ପେଣ୍ଠକଣ୍ଟା ଇଭିଏମ ୱେୟାର ହାଉସରେ ହେଉଛି ଭୋଟି ଗଣତି ଏହାମଧ୍ୟରେ ପ୍ରଥମେ ପୋଷ୍ଟାଲ ବାଲାଟ ପରେ ଇଭିଏମ ଗଣତି ଆରମ୍ଭ ହୋଇଛି ।

ପୋଷ୍ଟାଲ ଗଣତିରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆଗରେ ଥିବା ସୂଚନା ମିଳିଥିଲା । ସେହିପରି ପ୍ରଥମ ରାଉଣ୍ଡରେ ମଧ୍ୟ ରୁଦ୍ର ମହାରଥୀ ଆଗୁଆ ରହିଛନ୍ତି । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ୧୪୦୬ ଭୋଟରେ ଆଗୁଆ ରହିଛନ୍ତି । ସେ ଗୋଡିପଡା, ମାଟିଆପଡା, ରେଙ୍ଗଳରେ ଆଗୁଆ ରହିଛନ୍ତି । ତାଙ୍କୁ ୪୦୫୫ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୨୬୪୯ ଭୋଟ୍ ଓ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନଙ୍କୁ ୭୬୫ ଭୋଟ୍ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା