Masthead

ଜିତିଲେ ବିରୋଧୀ, ବଦଳିଲେ ଜଗତସିଂପୁର ଜିଲ୍ଲାପାଳ

ଜଗତସିହଂପୁର (ବଡ଼ ଖବର ବ୍ୟୁରୋ): ବଦଳିଲେ ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର । ତାଙ୍କୁ ଜିଏ ଆଣ୍ଡ ପିଜି ଡିପାର୍ଟମେଣ୍ଟର ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି । ଆସନ୍ତା ନଭେମ୍ବର ୩ରେ ତିର୍ତ୍ତୋଲରେ ଉପନିର୍ବାଚନ ହେବ । ସଂଗ୍ରାମ କେଶରୀଙ୍କ ଘର ତିର୍ତ୍ତୋଲରେ ହୋଇଥିବାରୁ ନିର୍ବାଚନରେ ନିରପେକ୍ଷତା ନେଇ ବିରୋଧୀ ସନ୍ଦେହ କରିଥିଲେ । ତାଙ୍କୁ ବଦଳି କରିବା ପାଇଁ ବିରୋଧୀମାନେ ନିର୍ବାଚନ କମିଶନରଙ୍କ ଦ୍ୱାରସ୍ଥ ହୋଇଥିଲେ । ଏବେ ସଂଗ୍ରାମଙ୍କ ବଦଳି ହୋଇଥିବାରୁ ବିରୋଧୀ ଖୁସ୍ । ଜଗତସିଂପୁରର ନୂତନ ଜିଲ୍ଲାପାଳ ଭାବେ ସରୋଜ କୁମାର ମିଶ୍ରଙ୍କୁ ନିଯୁକ୍ତି ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ