Masthead

ସି-ଭୋଟର ସର୍ଭେ..ଜାଣନ୍ତୁ କିଏ ରହିଛି ଜନତାଙ୍କ ଫେଭରାଇଟ ପିଏମ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): କଂଗ୍ରେସ ରାଜ୍ୟରେ ମୋଦି ପସନ୍ଦ । ରାଜ୍ୟରେ ହାତ କେନ୍ଦ୍ରରେ ପଦ୍ମ । ରାହୁଲଙ୍କ ପାଇଁ ଭୋଟ କଲେ କେତେ ଜନତା, ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦିଙ୍କ ସପକ୍ଷରେ ଆସିଲା କେତେ ମତ । ଆଗକୁ ନିର୍ବାଚନ । ସରଗରମ ହେଉଛି ରାଜନୀତି । ଦଳ ମଧ୍ୟରେ ଚାଲିଛି ଛକାପଞ୍ଝା । ନର୍ବାଚନ ଜିତିବା ପାଇଁ ବିଭିନ୍ନ ଦଳ ଆପଣାଉଛନ୍ତି ନୂଆ ଷ୍ଟ୍ରାଟେଜି । ତେବେ ଆଗକୁ କିଏ ହେବ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଭାବେ ଲୋକେ କାହାକୁ ଆପଣାଉଛନ୍ତି । କିଏ ରହିଛି ଜନତାଙ୍କ ଫେଭରାଇଟ ।

ଜନତା ପ୍ରଧାନମନ୍ତ୍ରୀ ଭାବରେ ସେହି ସମାନ ମୁହଁ ଦେଖିବାକୁ ଚାହୁଁଛନ୍ତି କି? ମୋଦିଙ୍କ ପରିବର୍ତ୍ତେ ପ୍ରଧାନମନ୍ତ୍ରୀ ଆସନ ଆଉ କାହାର ହେବ କି? ତେବେ ଏହାକୁ ନେଇ ଏକ ସର୍ଭେ କରିଥିଲା ସି –ଭୋଟର ଏବିପି । ଯେଉଁ ସର୍ଭେରେ ଏକ ରିପୋର୍ଟ ପ୍ରକାଶ ପାଇଛି । ଆଗାମୀ ପ୍ରଧାନମନ୍ତ୍ରୀ କିଏ ହେବ ଜନତା ମତ ଦେଇଛନ୍ତି । ଆସନ୍ତା ତିନି ମାସ ମଧ୍ୟରେ ଛତିଶଗଡରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଅଧିକ ଜାଣିବା ପାଇଁ ଲିଙ୍କକୁ କ୍ଲିକ କରନ୍ତୁ..

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼