Masthead

ସି-ଭୋଟ ସର୍ଭେ, କଂଗ୍ରେସ ଆଗରେ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ):  କର୍ଣ୍ଣାଟକ ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି । ପ୍ରମୁଖ ଦଳମାନଙ୍କ ମଧ୍ୟରେ ଚାଲିଛି ଅଙ୍କ କଷାକଷି । ଆଉ ଏହାରି ଭିତରେ ପ୍ରକାଶ ପାଇଛି ସି-ଭୋଟ ସର୍ଭେ । ମେ’ ୧୦ରେ ହେବାକୁ ଥିବା ୨୨୪ ଆସନ ବିଶିଷ୍ଟ କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ୧୧୦ରୁ ୧୨୨ ଆସନ ମିଳିବ ବୋଲି ସି-ଭୋଟର ଜନମତ ସର୍ଭେରେ କୁହାଯାଇଛି। କଂଗ୍ରେସ ୪୦.୨ ପ୍ରତିଶତ ଭୋଟ ପାଇବ ।

ଯାହା ଗତଥର ଠାରୁ ୨.୨ ପ୍ରତିଶତ ଅଧିକ ରହିଛି । ସେହିପରି ବିଜେପି ୭୩ ରୁ ୮୫ ଆସନରେ ସୀମିତ ରହିବ ବୋଲି ସର୍ଭେ ରିପୋର୍ଟରେ କୁହାଯାଇଛି। ୨୦୧୮ରେ ବିଜେପି ୧୦୪ ଆସନ ଜିତିଥିଲା। ଜେଡିଏସ୍‌ ଏଥର ୨୧ ଆସନ ଜିତିବ ବୋଲି ମଧ୍ୟ ରିପୋର୍ଟରେ କୁହାଯାଇଛି । ୨୦୧୮ରେ ଏହି ଦଳକୁ ୩୭ ଆସନ ମିଳିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି