Masthead

ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି: ଯାନବାହାନ କ୍ଷେତ୍ରରେ ଥିବା ଫାଇନର ଓଟିଏସ ସ୍କିମକୁ ମଞ୍ଜୁରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଦୀର୍ଘବର୍ଷ ଧରି ପଡ଼ିରହିଥିବା ବକେୟା ମୋଟର ଯାନ ଟିକସ ଓ ଜୋରିମାନାକୁ ଛାଡ଼ କଲେ ସରକାର। ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଫଳରେ ଦୀର୍ଘଦିନ ଧରି ବକେୟା ମୋଟର ଯାନ ଟିକସ ଓ ଜୋରିମାନା ଦେଇନଥିବା ପ୍ରାୟ ୫୦ହଜାରରୁ ଅଧିକ ଗାଡ଼ି ମାଲିକ ଉପକୃତ ହେବେ । ଏହି ପ୍ରସ୍ତାବ ସମେତ ୮ଟି ବିଭାଗର ମୋଟ ୧୦ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକ ସମ୍ପର୍କରେ ସୂଚନା ଦେଇ ରାଜ୍ୟ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ମୋଟର ଯାନ ଟିକସ ଆଦାୟ ପାଇଁ ବାରମ୍ବାର ନୋଟିସ୍ ଓ ସ୍ୱତନ୍ତ୍ର ଅଭିଯାନ ସତ୍ତ୍ୱେ ୨୦୨୨ ମସିହାରେ ମାତ୍ର ୪୬୬୮ଜଣ ମାଲିକଙ୍କଠୁ ବକେୟା ଟିକସ ସଂଗ୍ରହ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି