Masthead

ଆଜି ବସିବ ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟ। ଏମଏଲ୍ଏ ଲ୍ୟାଡକୁ ନେଇ ଏକ ପୋର୍ଟାଲ ଲଂଚ କରିବେ ସିଏମ । ଧାନ କିଣାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ନେବେ ସିଏମ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ମନ୍ତ୍ରିମଣ୍ଡଳର ସଦସ୍ୟ ହେବେ ସାମିଲ । ଛଅଟି ବିଭାଗର ସାତଟି ପ୍ରସ୍ତାବ ଉପରେ ହୋଇପାରେ ଆଲୋଚନା । ଆସି ପାରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ଦିନ ୧୨ଟାରେ ଅନୁଷ୍ଠିତ ହେବ କ୍ୟାବିନେଟ । ନୂଆ ଯୋଜନା ଆଣି ପାରନ୍ତି ସରକାର । ଆଜି ମଧ୍ୟ ଏମଏଲ୍ଏ ଲ୍ୟାଡକୁ ନେଇ ଏକ ପୋର୍ଟାଲ ଲଂଚ କରିବେ ସିଏମ। ଧାନ କିଣାକୁ ନେଇ ବି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଧାନ ଇନପୁଟ ସବସିଡି ୮୦୦ ଦେଉଛନ୍ତି ସରକାର । ଠିକ୍ ଭାବରେ ଚାଷୀଙ୍କ ଧାନକିଣା ହେଉଛି କି ନାହିଁ କରିବେ ଆଲୋଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ