Masthead

ଆଜି ବସିବ ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟ। ଏମଏଲ୍ଏ ଲ୍ୟାଡକୁ ନେଇ ଏକ ପୋର୍ଟାଲ ଲଂଚ କରିବେ ସିଏମ । ଧାନ କିଣାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ନେବେ ସିଏମ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ମନ୍ତ୍ରିମଣ୍ଡଳର ସଦସ୍ୟ ହେବେ ସାମିଲ । ଛଅଟି ବିଭାଗର ସାତଟି ପ୍ରସ୍ତାବ ଉପରେ ହୋଇପାରେ ଆଲୋଚନା । ଆସି ପାରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ଦିନ ୧୨ଟାରେ ଅନୁଷ୍ଠିତ ହେବ କ୍ୟାବିନେଟ । ନୂଆ ଯୋଜନା ଆଣି ପାରନ୍ତି ସରକାର । ଆଜି ମଧ୍ୟ ଏମଏଲ୍ଏ ଲ୍ୟାଡକୁ ନେଇ ଏକ ପୋର୍ଟାଲ ଲଂଚ କରିବେ ସିଏମ। ଧାନ କିଣାକୁ ନେଇ ବି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଧାନ ଇନପୁଟ ସବସିଡି ୮୦୦ ଦେଉଛନ୍ତି ସରକାର । ଠିକ୍ ଭାବରେ ଚାଷୀଙ୍କ ଧାନକିଣା ହେଉଛି କି ନାହିଁ କରିବେ ଆଲୋଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼