Masthead

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ଶେଷ କ୍ୟାବିନେଟ୍ ବୈଠକ ଆରମ୍ଭ।ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ।ସମସ୍ତ ମନ୍ତ୍ରୀ ପରିଷଦ ଉପସ୍ଥିତ। ସମସ୍ତଙ୍କ ନଜର ଆଜି ଏହି ବୈଠକ ଉପରେ ରହିଛି । ଏହି କ୍ୟାବିନେଟ୍ ବୈଠକରେ ବଡ଼ ଘୋଷଣା କରିପାରନ୍ତି ରାଜ୍ୟ ସରକାର । ତେବେ କ୍ୟାବିନେଟର ଏଜେଣ୍ଡା ସମ୍ପର୍କରେ କୌଣସି ସଠିକ୍ ସୂଚନା ମିଳିନଥିଲେ ବି ନିର୍ବାଚନ ଆଚରଣ ବିଧି ଲାଗୁ ହେବା ପୂର୍ବରୁ ଏହି ବୈଠକ ବସୁଥିବାରୁ ଏକାଧିକ ବିଭାଗର ପ୍ରସ୍ତାବରେ କ୍ୟାବିନେଟ୍ ମୋହର ମାରିବ ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ