Masthead

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅପରାହ୍ନ ୫ଟାବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ବୈଠକରେ ୪ଟି ପ୍ରସ୍ତାବରେ ମୋହର ବାଜିପାରେ । ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କିତ ସଂଶୋଧନ ପ୍ରସ୍ତାବ ସହ ଆଇନ ବିଭାଗର ଦୁଇଟି ପ୍ରସ୍ତାବ କ୍ୟାବିନେଟରେ ଆସିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ