Masthead

ଆଜି କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି କ୍ୟାବିନେଟ୍ ବୈଠକ  ।  ଆଜି ଅପରାହ୍ଣରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ।  ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ ।  ଅପରାହ୍ଣ ୫ଟାରେ ଲୋକସଭା ଭବନ ସମ୍ମିଳନୀ କକ୍ଷରେ ବୈଠକ ।  ବୈଠକରେ ବିଭିନ୍ନ ବିଭାଗର ୫ରୁ ଅଧିକ ପ୍ରସ୍ତାବ ଆସିପାରେ ।  ମୁଖ୍ୟତଃ ରାଜସ୍ୱ, ପୂର୍ତ୍ତ, ଜଳସଂପଦ ବିଭାଗର ପ୍ରସ୍ତାବ ଅଛି ।

ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗ, ସାଧାରଣ ପ୍ରଶାସନ ବିଭାଗ ଭଳିି ୪ଟି ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ଦିଆଯିବାକୁ ରହିଛି। ରାଜ୍ୟ ସରକାର ୨୦୩୬ ସୁଦ୍ଧା ଓଡ଼ିଶାର ବିକାଶକୁ ଶୀର୍ଷରେ ପହଞ୍ଚାଇବା ପାଇଁ ଲକ୍ଷ୍ୟ ରଖିଛନ୍ତି।  ତେବେ ବୁଧବାର ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍‌ ବୈଠକରେ ରାଜ୍ୟ ସରକାର କେଉଁସବୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ଦେବେ ତାହା ଉପରେ ରହିଛି ରାଜ୍ୟବାସୀଙ୍କ ନଜର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ