Masthead

ଆଜି କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି କ୍ୟାବିନେଟ୍ ବୈଠକ  ।  ଆଜି ଅପରାହ୍ଣରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ।  ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ ।  ଅପରାହ୍ଣ ୫ଟାରେ ଲୋକସଭା ଭବନ ସମ୍ମିଳନୀ କକ୍ଷରେ ବୈଠକ ।  ବୈଠକରେ ବିଭିନ୍ନ ବିଭାଗର ୫ରୁ ଅଧିକ ପ୍ରସ୍ତାବ ଆସିପାରେ ।  ମୁଖ୍ୟତଃ ରାଜସ୍ୱ, ପୂର୍ତ୍ତ, ଜଳସଂପଦ ବିଭାଗର ପ୍ରସ୍ତାବ ଅଛି ।

ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗ, ସାଧାରଣ ପ୍ରଶାସନ ବିଭାଗ ଭଳିି ୪ଟି ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ଦିଆଯିବାକୁ ରହିଛି। ରାଜ୍ୟ ସରକାର ୨୦୩୬ ସୁଦ୍ଧା ଓଡ଼ିଶାର ବିକାଶକୁ ଶୀର୍ଷରେ ପହଞ୍ଚାଇବା ପାଇଁ ଲକ୍ଷ୍ୟ ରଖିଛନ୍ତି।  ତେବେ ବୁଧବାର ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍‌ ବୈଠକରେ ରାଜ୍ୟ ସରକାର କେଉଁସବୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ଦେବେ ତାହା ଉପରେ ରହିଛି ରାଜ୍ୟବାସୀଙ୍କ ନଜର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା