Masthead

ବିଧାନସଭା ଭଙ୍ଗ ପାଇଁ କ୍ୟାବିନେଟ ସୁପାରିଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଶେଷ ହୋଇଛି ୨୦୨୪ ସାଧାରଣ ନିର୍ବାଚନ । ଇଭିଏମରେ ସିଲ ହୋଇ ରହିଛି ପ୍ରାର୍ଥୀଙ୍କ ଭାଗ୍ୟ । ଆସନ୍ତାକାଲି ଭୋଟଗଣତି । ଏହା ପୂର୍ବରୁ ଆଜି ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ । ଆଉ ଏହି ବୈଠକରେ ବିଧାନସଭା ଭଙ୍ଗ ପାଇଁ ସୁପାରିଶ କରାଯାଇଛି । ବିଧାନସଭା ଭଙ୍ଗ ନେଇ ରାଜ୍ୟପାଳଙ୍କୁ ସୁପାରିଶ ନେଇ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ଆଜି ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ ।

ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ ଆଜି ବସିଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିଥିଲା । ମୁଖ୍ୟମନ୍ତ୍ରୀ ଭର୍ଚ୍ଚୁଆଲ ବୈଠକରେ ସାମିଲ ହୋଇଥିଲେ । ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି