Masthead

‘ସର୍ବଦଳୀୟ ବୈଠକ ଡ଼ାକ, ଗୃହକୁ ସ୍ୱାଭାବିକ କର’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା୧୨ରେ ସରିଯିବ ବିଧାନ ସଭାର ବଜେଟ ଅଧିବେଶନ । ଗୃହ ୪ ଦିନ ହେଲା ଅଚଳ । ଶାସକ ଓ ବିରୋଧୀ ମୁହାମୁହିଁ ହୋଇଛନ୍ତି । ଶାସକ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଅ।।ସି ହୋହାଲ୍ଲା କରୁଛନ୍ତି । କୌଣସି କାର୍ଯ୍ୟ ହୋଇପାରୁନାହିଁ । ମୁଁ ଅନୁରୋଧ କରୁଛି ଆପଣ ତୁରନ୍ତ ସର୍ବ ଦଳୀୟ ବୈଠକ ଡ଼ାକନ୍ତୁ । ଗୃହକୁ ସ୍ୱାଭାବିକ କରନ୍ତୁ । ଏଭଳି ଚିଠି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲେଖିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା