Masthead

‘ସର୍ବଦଳୀୟ ବୈଠକ ଡ଼ାକ, ଗୃହକୁ ସ୍ୱାଭାବିକ କର’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା୧୨ରେ ସରିଯିବ ବିଧାନ ସଭାର ବଜେଟ ଅଧିବେଶନ । ଗୃହ ୪ ଦିନ ହେଲା ଅଚଳ । ଶାସକ ଓ ବିରୋଧୀ ମୁହାମୁହିଁ ହୋଇଛନ୍ତି । ଶାସକ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଅ।।ସି ହୋହାଲ୍ଲା କରୁଛନ୍ତି । କୌଣସି କାର୍ଯ୍ୟ ହୋଇପାରୁନାହିଁ । ମୁଁ ଅନୁରୋଧ କରୁଛି ଆପଣ ତୁରନ୍ତ ସର୍ବ ଦଳୀୟ ବୈଠକ ଡ଼ାକନ୍ତୁ । ଗୃହକୁ ସ୍ୱାଭାବିକ କରନ୍ତୁ । ଏଭଳି ଚିଠି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲେଖିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ