Masthead

ନବୀନ ନିବାସରୁ ଦୀପାଲିଙ୍କୁ ଡାକରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ତତ୍ପର ହୋଇଉଠିଛି । ଆସନ୍ତା ୨୦ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ଥିବାରୁ ନବୀନ ନିବାସରୁ ଦୀପାଲି ଦାସଙ୍କ ପାଖକୁ ଡାକରା ଯାଇଛି । ତୁରନ୍ତ ନବୀନ ନିବାସରେ ପହଞ୍ଚô ବିଜେଡି ଟିକେଟ ନେବା ପାଇଁ ପରାମର୍ଶ ଦିଆଯାଇଛି । ନବ ଦାସଙ୍କ ମୃତ୍ୟୁପରେ ସେଠାରେ ଉପନିର୍ବାଚନ ହେବାକୁ ଯାଉଛି ।

ଜୀବିତାବସ୍ଥାରେ ନବ ଦାସ ଝିଅ ଦୀପାଲିଙ୍କୁ ତାଙ୍କ ରାଜନୈତିକ ଉତ୍ତରାଧିକାରୀ ବୋଲି ବାଛି ଥିଲେ । ନବଙ୍କ ସ୍ୱପ୍ନକୁ ବିଜେଡି ସୁପ୍ରିମୋ ନୀବନ ପଟ୍ଟନାୟକ ସାକାର କରିଛନ୍ତି । ଉପନିର୍ବାଚନ ତାରିଖ ଘୋଷଣା ହେବା ମାତ୍ରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୀପାଲିଙ୍କ ନାମରେ ମୋହର ମାରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି