ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରିଲା ନିର୍ବାଚନୀ ପ୍ରଚାର । ଆଜି ‘WHY I STAND FOR’ ମିଟିଂ । ହ୍ବାଏ ଆଇ ଷ୍ଟାଣ୍ଡ ମିଟିଂ ପାଇଁ ବ୍ୟାପକ ବ୍ୟବସ୍ଥା । ଛାତ୍ରଛାତ୍ରୀଙ୍କ ଆଗରେ ନିଜର ମତ ରଖିବେ ଛାତ୍ର ନେତା ।  ଏହା ହେଉଛି ପ୍ରାର୍ଥୀଙ୍କ ପାଇଁ ଭୋଟରମାନଙ୍କୁ ପ୍ରଭାବିତ କରିବାର ଶେଷ ସୁଯୋଗ। ଗତ ୭ ତାରିଖରେ ଛାତ୍ର ସଂସଦ ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବା ପରେ କ୍ୟାମ୍ପସ୍‌ ରାଜନୀତି ସରଗରମ ହୋଇଛି ।

ରାଜ୍ୟର ତିନି ପ୍ରମୁଖ ଛାତ୍ର ସଂଗଠନ ଏବିଭିପି, ବିସିଜେଡି ଏବଂ ଏନଏସ୍‌ୟୁଆଇ ପକ୍ଷରୁ କଲେଜ ଓ ବିଶ୍ବବିଦ୍ୟାଳୟ ମାନଙ୍କରେ ଛକାପଞ୍ଝା ସ୍ଥିତି ଦେଖିବାକୁ ମିଳିଛି । କଲେଜ ଭିତ୍ତିଭୂମିର ଉନ୍ନତିକରଣ ସହ ବିଭିନ୍ନ ପ୍ରସଙ୍ଗ ଧରି ଛାତ୍ରଛାତ୍ରୀଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବାରେ ମଙ୍ଗଳବାର ଜମିଥିଲା ଶେଷ ଦିନର ପ୍ରଚାର।  କାଲି ପଡ଼ିବ ଭୋଟ୍‌, ସଂଧ୍ୟା ସୁଦ୍ଧା ଫଳାଫଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ