Masthead

ବଢିପାରେ ଖରା ଛୁଟି ?

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଢିପାରେ ଖରା ଛୁଟି । ଖରା ଛୁଟିର ଅବଧି ବଢିବା ନେଇ ଗଣଶିକ୍ଷାମନ୍ତ୍ରୀଙ୍କ ସୂଚନା । ପ୍ରବଳ ଖରାକୁ ଦେଖି ଚିନ୍ତା କରୁଛନ୍ତି ସରକାର । ଜୁନ୍ ୨୨ରେ ସ୍କୁଲ୍ ଖୋଲିବା ନେଇ ହୋଇଥିଲା ଘୋଷଣା । ରାଜ୍ୟରେ ପ୍ରଭାହିତ ପ୍ରଚଣ୍ଡ ରୌଦ୍ର ତାପକୁ ଦୃଷ୍ଟିରେ ରଖି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ ସ୍କୁଲ୍ ଛୁଟି ବୃଦ୍ଧି କରିବାକୁ ନେଇ ବିଚାର କରିଛନ୍ତି । ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ ଗଣମାଧ୍ୟମ କୁ ସୂଚନା ଦେଇ କହିଛନ୍ତି ଯେ, ଖରା ଛୁଟି ବଢିବ କି କମିବ ତାହା ସମୟ କହିବ । ସେ ସମୟର ସ୍ଥିତି କୁ ନଜରରେ ରଖି ନିଷ୍ପତ୍ତି ନିଆଯିବ । ଖରା ଯଦି ନ କମେ ତାହାଲେ ଖରା ଛୁଟି ବଢିପାରେ । ପିଲାମାନଙ୍କର ସୁରକ୍ଷା ହେଉଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରଥମିକତା, ବୋଲି ସେ ଗୁରୁତ୍ୱ ଆରୋପ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା