Masthead

ଯୁକ୍ତ ୨ ଫଳ ସମସ୍ତଙ୍କୁ ସନ୍ତୁଷ୍ଟ କରିପାରିବ ତ?

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସଂଧ୍ୟା ୫ଟାରେ ପ୍ରକାଶ ପାଇବ ଯୁକ୍ତ ୨ ଫଳ । ପ୍ରକାଶିତ ହେବ ଯୁକ୍ତ ୨ ବାଣିଜ୍ୟ ଓ ବିଜ୍ଞାନ ଫଳ । ବୋର୍ଡର ୱେବସାଇଟ www.orisssaresults.nic.in ରେ ଫଳ ଦେଖିପାରିବେ ପରୀକ୍ଷାର୍ଥୀ । ମୋଟ୍ ୧ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀଙ୍କ ଆସିବ ରେଜଲ୍ଟ ।

କରୋନା ପାଇଁ ହୋଇନାହିଁ ଅଫଲାଇନ୍ ପରୀକ୍ଷା ।  ବିିଶେଷଜ୍ଞ କମିଟିର ସୁପାରିସରେ ନିର୍ଦ୍ଧାରିତ ହୋଇଛି ପଦ୍ଧତି । ମାଟ୍ରିକ ପରୀକ୍ଷାକୁ ନେଇ ଦେଖା ଦେଇଥିଲା ଅସନ୍ତୋଷ । ଯୁକ୍ତ ୨ ଫଳ ସମସ୍ତଙ୍କୁ ସନ୍ତୁଷ୍ଟ କରିପାରିବ ତ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ