Masthead

ଆମ ପରୀକ୍ଷା ବି ବାତିଲ କର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଆମ ପରୀକ୍ଷା ବି ବାତିଲ କର । ମ୍ୟାଟ୍ରିକ ପରେ ଏବେ ପରୀକ୍ଷା ବାତିଲ ଦାବିନେଇ ରାସ୍ତାକୁ ଓଲ୍ହାଇଲେ +୨ ଛାତ୍ରଛାତ୍ରୀ । ଆଜି ଭୁବନେଶ୍ୱର ଲୋଏର ପିଏମଜିରେ ଧାରଣା ଦେଇଛନ୍ତି ଯୁକ୍ତଦୁଇ ଛାତ୍ରଛାତ୍ରୀ । ଦଶମ ଭଳି ସେମାନଙ୍କ ପରୀକ୍ଷା ବାତିଲ କରାଯିବ ଦାବିରେ ସେମାନେ ଏହି ଧାରଣା ଦେଇଛନ୍ତି । ତେବେ ପୋଲିସ ସେମାନଙ୍କୁ ବୁଝାସୁଝା ମଧ୍ୟ କରିଛି ।

ଦୁଇଦିନ ତଳେ ଦଶମ ଶ୍ରେଣୀର କିଛି ଛାତ୍ରଛାତ୍ରୀ ପରୀକ୍ଷା ବାତିଲ ଦାବିରେ ନବୀନ ନିବାସ ଘେରିଥିଲେ । ପୋଲିସ ସେମାନଙ୍କୁ ରାସ୍ତାରୁ ଅଟାଇକି ସେମାନଙ୍କ ଠାରୁ ଦାବିପତ୍ର ଗ୍ରହଣ କରିଥିଲା । ଏହାପରେ ରାଜ୍ୟସରକାର ଦଶମ ପରୀକ୍ଷାକୁ ବାତିଲ କରିଥିଲେ । ଅନ୍ୟପଟେ ଯୁକ୍ତଦୁଇ ପରୀକ୍ଷାକୁ ସ୍ଥଗିତ ରଖିଥିଲେ । ଏହାରି ଭିତରେ ଅନିଶ୍ଚିତତା ଭିତରେ ଥିଲେ ଯୁକ୍ତଦୁଇ ଛାତ୍ରଛାତ୍ରୀ । ଆଜି ସକାଳୁ ରାଜଧାନୀର ବିଭିନ୍ନ କଲେଜର ଛାତ୍ରଛାତ୍ରୀ ଲୋଏର ପିଏମଜିରେ ଏକାଠି ହୋଇ ଧାରଣା ଦେଉଥିଲେ । ପରୀକ୍ଷା ବାତିଲ କରିବା ପାଇଁ ଦାବି କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ