Masthead

ରେସଲରଙ୍କ ସମର୍ଥନରେ କ୍ୟାଣ୍ଡେଲ ରାଲି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ତେଜିବାରେ ଲାଗିଛି ରେସଲରଙ୍କ ଆନେ୍ଦାଳନ । ଏବେ ବି ଧାରଣାରେ କୁସ୍ତିଯୋଦ୍ଧା । କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ଅନେକ ନେତା ମନ୍ତ୍ରୀ ଥିବାବେଳ କିଛି ଦିନ ତଳେ ରେସଲରମାନଙ୍କୁ ସମର୍ଥନ କରି ବହୁ ଖାପ୍ ପଞ୍ଚାୟତ ନେତା ଓ କୃଷକ ସଂଗଠନ ନେତା ମାନେ ଜନନ୍ତରମନ୍ତରରେ ପହଞ୍ଚିଥିଲେ । ଆଉ ଆଜି ରେସଲରମାନଙ୍କୁ ସମର୍ଥନ କରି ଦିଲ୍ଲୀ ଇଣ୍ଡିଆ ଗେଟ୍ ନିକଟରେ ମହମବତି ରାଲି କରିବେ ଖାପ୍ ପଞ୍ଚାୟତ ନେତା ଓ କୃଷକ ସଂଗଠନ ନେତା ।

ରାଲିରେ ବିଭିନ୍ନ ସଂଗଠନର କର୍ମକର୍ତ୍ତା ସାମିଲ ହେବେ । ଆସନ୍ତା ୨୮ ତାରିଖରେ ନୂଆ ପାର୍ଲାମେଣ୍ଟ ଭବନ ନିକଟରେ ମହିଳା ମହାପଞ୍ଚାୟତ କରିବାକୁ ବି ଘୋଷଣା କରିଛନ୍ତି ସଂଗଠନର ନେତା । ଯୌନ ନିର୍ୟାତନା ଓ ଅପରାଧ ମାମଲାରେ କୁସ୍ତିଯୋଦ୍ଧା ସଂଗଠନ ସଭାପତି ବ୍ରିଜ ଭୂଷଣଙ୍କୁ ହଟାଇବା ଦାବିରେ ଅଟଳ ରହିଛି କୁସ୍ତିଯୋଦ୍ଧା ସଂଗଠନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା